ଅପରାଧ ନିଜ ବୋମାରେ ଆହତ ହେଲା ଆକ୍ରମଣକାରୀ ଯୁବକ କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ନିମଖଣ୍ଡି ଥାନା ଅନ୍ତର୍ଗତ ନୁଆ ଯୋଗିଆପଲୀ ଗ୍ରାମରେ ଗତକାଲି ସନ୍ଧ୍ୟାରେ ବୋମାମାଡ ଘଟଣାରେ ତିନି ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି।…