Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଚିହ୍ନଟ ହେଲେ ୧୪ ହଜାରରୁ କମ ଆକ୍ରାନ୍ତ, କରୋନଜନିତ ମୃତ୍ୟୁ ସଂଖ୍ୟା ୩୦୨

ନୂଆଦିଲ୍ଲୀ: ଦେଶରେ ଗତକାଲି ୧୪ ହଜାର ୧୪୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୩ ହଜାର ୧୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୩୦୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ମଧ୍ୟ ଆଉ ୩୦୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୮ ଲକ୍ଷ ୯୪ ହଜାର ୩୪୫ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୧୩ ହଜାର ୨୨୬ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟାରେ ୨୬ ହଜାର ୯୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୨୨ ଲକ୍ଷ ୪୬ ହଜାର ୮୮୪ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧ ଲକ୍ଷ ୩୪ ହଜାରକୁ ୨୩୫ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ୨୫ ହଜାରରୁ କମ ଆକ୍ରାନ୍ତ ଚିହ୍ନଟ, କୋରୋନଜନିତ ମୃତ୍ୟୁ ସଂଖ୍ୟା ୩୨୫

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୨ ହଜାର ୨୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୩୨୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୭ ଲକ୍ଷ ୧୫ ହଜାର ୨୧୩ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୧୦ ହଜାର ୯୭ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟାରେ ୬୦ ହଜାର ୨୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୨୦ ଲକ୍ଷ ୩୭ ହଜାର ୫୩୬ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୨ ଲକ୍ଷ ୫୩ ହଜାରକୁ ୭୩୯ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ୫୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, କୋରୋନଜନିତ ମୃତ୍ୟୁ ୮୦୪

ନୂଆଦିଲ୍ଲୀ: ଗତକାଲି ଦେଶରେ ୫୮ ହଜାର ୭୭ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୫୦ ହଜାର ୪୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୬୫୭ ଜଣଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୮୦୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ଏହି ସମୟ ମଧ୍ୟରେ ୧ ଲକ୍ଷ ୩୬ ହଜାର ୯୬୨ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୫ ଲକ୍ଷ ୮୬ ହଜାର ୫୪୪ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୭ ହଜାର ୯୮୧ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୪ କୋଟି ୧୪ ଲକ୍ଷ ୬୮ ହଜାର ୧୨୦ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୬ ଲକ୍ଷ ୧୦ ହଜାରକୁ ୪୪୩ ବୃଦ୍ଧି ପାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ୧ ହଜାର ୫୦୩ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧ ହଜାର ୪୯୭ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧ ହଜାର ୫୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୨୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୭୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୩୦  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୫୧

ବାଲେଶ୍ଵର ଜିଲ୍ଲାରୁ- ୩୦

ବରଗଡ ଜିଲ୍ଲାରୁ- ୨୧

ଭଦ୍ରକ ଜିଲ୍ଲାରୁ- ୨୦

ବଲାଙ୍ଗୀରି ଜିଲ୍ଲାରୁ- ୩୩

ବୌଦ୍ଧ ଜିଲ୍ଲାରୁ- ୧୦

କଟକ ଜିଲ୍ଲାରୁ– ୮୩

ଦେବଗଡ ଜିଲ୍ଲାରୁ- ୨୫

ଢେଙ୍କାନାଳ ଜିଲ୍ଲାରୁ- ୪୨

ଗଜପତି ଜିଲ୍ଲାରୁ- ୩୭

ଗଞ୍ଜାମ ଜିଲ୍ଲାରୁ- ୨୬

ଜଗତସିଂହପୁର ଜିଲ୍ଲାରୁ- ୪୨

ଯାଜପୁର ଜିଲ୍ଲାରୁ- ୫୫

ଝାରସୁଗୁଡା ଜିଲ୍ଲାରୁ- ୧୭

କଳାହାଣ୍ଡି ଜିଲ୍ଲାରୁ- ୪୦

କନ୍ଧମାଳ ଜିଲ୍ଲାରୁ- ୧୭

କେନ୍ଦ୍ରାପଡା ଜିଲ୍ଲାରୁ- ୧୯

କେନ୍ଦୁଝର ଜିଲ୍ଲାରୁ- ୩୬

ଖୋର୍ଦ୍ଧା ଜିଲ୍ଲାରୁ- ୩୩୩

କୋରାପୁଟ ଜିଲ୍ଲାରୁ- ୨

ମାଲକାନଗିରି ଜିଲ୍ଲାରୁ- ୮

ମୟୂରଭଞ୍ଜ ଜିଲ୍ଲାରୁ- ୧୦୮

ନବରଙ୍ଗପୁର ଜିଲ୍ଲାରୁ- ୧୯

ନୟାଗଡ ଜିଲ୍ଲାରୁ- ୫୩

ନୂଆପଡା ଜିଲ୍ଲାରୁ- ୨୫

ପୁରୀ ଜିଲ୍ଲାରୁ- ୫୪

ରାୟଗଡା ଜିଲ୍ଲାରୁ- ୩୧

ସମ୍ବଲପୁର ଜିଲ୍ଲାରୁ- ୨୬

ସୋନପୁର ଜିଲ୍ଲାରୁ- ୨୨

ସୁନ୍ଦରଗଡ ଜିଲ୍ଲାରୁ- ୧୫୭

ଷ୍ଟେଟ ପୁଲରୁ- ୬୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୯ ହଜାର ୮୧୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୪୧ ହଜାର ୫୯୭ ଏବଂ ବର୍ତ୍ତମାନ ୧୯ ହଜାର ୩୮୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଗତକାଲି ଠାରୁ ଆଜି କମ ଆକ୍ରାନ୍ତ ଚିହ୍ନଟ, କିନ୍ତୁ ଆଜି ମଧ୍ୟ ୧ ହଜାର ପରେ ରହିଛି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଗତକାଲି ଦେଶରେ ୧ ଲକ୍ଷ ୪୯ ହଜାର ୩୯୪ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୧ ଲକ୍ଷ ୨୭ ହଜାର ୯୫୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୧୦୭୨ ଜଣଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୧୦୫୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୩୦ ହଜାର ୮୧୪ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୦ ଲକ୍ଷ ୮୦ ହଜାର ୬୬୪ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୧ ହଜାର ୧୧୪ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୪ କୋଟି ୨ ଲକ୍ଷ ୪୭ ହଜାର ୯୦୨ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧୩ ଲକ୍ଷ ୩୧ ହଜାରକୁ ୬୪୮ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଆଜି ୨ ଲକ୍ଷ ୫୧ ହଜାର ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢାଉଛି କରୋନାଜନିତ ମୃତ୍ୟୁ

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୮୬ ହଜାର ୩୮୪ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୫୧ ହଜାର ୨୦୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୬୨୭ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୩ ଲକ୍ଷ ୬ ହଜାର ୩୫୭ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୬ ଲକ୍ଷ ୨୨ ହଜାର ୭୦୯ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୯୨ ହଜାର ୩୨୭ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୮୦ ଲକ୍ଷ ୨୪ ହଜାର ୭୭୧ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୧ ଲକ୍ଷ ୫ ହଜାରକୁ ୬୧୧ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଆଜି ୩ ଲକ୍ଷରୁ କମ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ୬୧୪

ନୂଆଦିଲ୍ଲୀ: ଗତକାଲି ଦେଶରେ ୩ ଲକ୍ଷ ୩୩ ହଜାର ୪୩୯ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୫୫ ହଜାର ୮୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୬୧୪ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୬୭ ହଜାର ୭୫୩ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୯୭ ଲକ୍ଷ ୯୯ ହଜାର ୨୦୨ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୯୦ ହଜାର ୪୬୨ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୭୦ ଲକ୍ଷ ୭୧ ହଜାର ୮୯୮ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୨ ଲକ୍ଷ ୩୬ ହଜାରକୁ ୮୪୨ ବୃଦ୍ଧି ପାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ୧୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଗତକାଲି ରାଜ୍ୟରେ ୮ ହଜାର ୭୭୮ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୦ ହଜାର ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୮୭୨ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫ ହଜାର ୮୮୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪ ହଜାର ୨୨୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୪୬

ବାଲେଶ୍ଵର ଜିଲ୍ଲାରୁ- ୨୭୮

ବରଗଡ ଜିଲ୍ଲାରୁ- ୭୬

ଭଦ୍ରକ ଜିଲ୍ଲାରୁ- ୧୩୮

ବଲାଙ୍ଗୀରି ଜିଲ୍ଲାରୁ- ୨୧୬

ବୌଦ୍ଧ ଜିଲ୍ଲାରୁ- ୧୫

କଟକ ଜିଲ୍ଲାରୁ – ୮୭୦

ଦେବଗଡ ଜିଲ୍ଲାରୁ- ୧୮

ଢେଙ୍କାନାଳ ଜିଲ୍ଲାରୁ- ୫୦

ଗଜପତି ଜିଲ୍ଲାରୁ- ୮୨

ଗଞ୍ଜାମ ଜିଲ୍ଲାରୁ- ୧୫୪

ଜଗତସିଂହପୁର ଜିଲ୍ଲାରୁ- ୧୪୨

ଯାଜପୁର ଜିଲ୍ଲାରୁ- ୨୧୨

ଝାରସୁଗୁଡା ଜିଲ୍ଲାରୁ- ୨୧୯

କଳାହାଣ୍ଡି ଜିଲ୍ଲାରୁ- ୧୨୩

କନ୍ଧମାଳ ଜିଲ୍ଲାରୁ- ୩୬

କେନ୍ଦ୍ରାପଡା ଜିଲ୍ଲାରୁ- ୫୧

କେନ୍ଦୁଝର ଜିଲ୍ଲାରୁ- ୧୦୯

ଖୋର୍ଦ୍ଧା ଜିଲ୍ଲାରୁ- ୩୧୮୮

କୋରାପୁଟ ଜିଲ୍ଲାରୁ- ୧୫୫

ମାଲକାନଗିରି ଜିଲ୍ଲାରୁ- ୧୭

ମୟୂରଭଞ୍ଜ ଜିଲ୍ଲାରୁ- ୪୨୩

ନବରଙ୍ଗପୁର ଜିଲ୍ଲାରୁ- ୧୨୨

ନୟାଗଡ ଜିଲ୍ଲାରୁ- ୧୦୨

ନୂଆପଡା ଜିଲ୍ଲାରୁ- ୬୬

ପୁରୀ ଜିଲ୍ଲାରୁ- ୨୧୬

ରାୟଗଡା ଜିଲ୍ଲାରୁ- ୧୩୧

ସମ୍ବଲପୁର ଜିଲ୍ଲାରୁ- ୫୭୦

ସୋନପୁର ଜିଲ୍ଲାରୁ- ୧୦୬

ସୁନ୍ଦରଗଡ ଜିଲ୍ଲାରୁ- ୧୩୪୮

ଷ୍ଟେଟ ପୁଲରୁ- ୭୨୪

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୧ ହଜାର ୬୦୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୭୩୨ ଏବଂ ବର୍ତ୍ତମାନ ୪୪ ହଜାର ୩୪୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରୁ ଗତ ୨୪ ଘଣ୍ଟାରେ ପାଖାପାଖି ୨ ଲକ୍ଷ ଆକ୍ରାନ୍ତ ଚିହ୍ନଟ, ୪୪୨ ସଂକ୍ରମିତଙ୍କ ପ୍ରାଣହାନୀ

ନୂଆଦିଲ୍ଲୀ: ଗତକାଲି ଦେଶରେ ୧ ଲକ୍ଷ ୬୮ ହଜାର ୬୩ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୧ ଲକ୍ଷ ୯୪ ହଜାର ୭୨୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୨୭୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ୪୪୨ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୬୦ ହଜାର ୪୦୬ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୬୦ ଲକ୍ଷ ୫୧୦ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୮୪ ହଜାର ୬୫୫ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୪୬ ଲକ୍ଷ ୩୦ ହଜାର ୫୩୭ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୯ ଲକ୍ଷ ୫୫ ହଜାର ୩୧୯ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଏକ ଲକ୍ଷ ୭୯ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀର ଗତି ଅନିୟନ୍ତ୍ରିତ ହେବାରେ ଲାଗିଛି। ଏହା ସହିତ, ଓମିକ୍ରନ୍ ସଂକ୍ରମଣ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଏକ ଲକ୍ଷ ୭୯ ହଜାର ୭୨୯ ଟି ନୂଆ କରୋନା ଆକ୍ରାନ୍ତ ହୋଇଛି। ଏହି ସମୟରେ ୧୪୬ ଜଣଙ୍କର ମୃତ୍ୟୁ ହୋଇଛି। ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ କରୋନାର ଓମିକ୍ରନ୍ ଭାରିଆଣ୍ଟର ୪ ହଜାର ୩୩ ମାମଲା ରିପୋର୍ଟ ହୋଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ସଂଖ୍ୟା ୭ ଲକ୍ଷ ୨୩ ହଜାର ୬୧୯ କୁ ବୃଦ୍ଧି ପାଇଛି। ଏଥି ସହିତ, ଏହି ମହାମାରୀ ହେତୁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୪ ଲକ୍ଷ ୮୩ ହଜାର ୯୩୬ କୁ ବୃଦ୍ଧି ପାଇଛି। ଏପର୍ଯ୍ୟନ୍ତ ୩ କୋଟି ୪୫ ଲକ୍ଷ ୧୩୨ ଲୋକ ସଂକ୍ରମଣମୁକ୍ତ ହୋଇଛନ୍ତି।

ସେହିଭଳି ଦେଶରେ ୪ ହଜାର ୩୩ ଜଣ ଲୋକ ଓମିକ୍ରନ୍ ଭାରିଆଣ୍ଟରେ ସଂକ୍ରମିତ ହୋଇଥିବାବେଳେ ୧୫୫୨ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଦେଶରେ ଏହି ପ୍ରକାରରେ ସଂକ୍ରମିତ ରାଜ୍ୟ ସଂଖ୍ୟା ୨୭ କୁ ବୃଦ୍ଧି ପାଇଛି। ମହାରାଷ୍ଟ୍ର ଏବଂ ରାଜଧାନୀ ଦିଲ୍ଲୀରେ ସର୍ବାଧିକ ମାମଲା ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ପାଖାପାଖି ୫ ହଜାର ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଗତକାଲି ରାଜ୍ୟରେ ୪ ହଜାର ୭୧୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୪ ହଜାର ୮୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪୪୮ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୮୨୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୦୦୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୬୯

ବାଲେଶ୍ଵର ଜିଲ୍ଲାରୁ- ୨୧୦

ବରଗଡ ଜିଲ୍ଲାରୁ- ୮୪

ଭଦ୍ରକ ଜିଲ୍ଲାରୁ- ୬୯

ବଲାଙ୍ଗୀରି ଜିଲ୍ଲାରୁ- ୧୦୪

ବୌଦ୍ଧ ଜିଲ୍ଲାରୁ- ୬

କଟକ ଜିଲ୍ଲାରୁ – ୪୦୧

ଦେବଗଡ ଜିଲ୍ଲାରୁ- ୧୯

ଢେଙ୍କାନାଳ ଜିଲ୍ଲାରୁ- ୨୩

ଗଜପତି ଜିଲ୍ଲାରୁ- ୩୨

ଗଞ୍ଜାମ ଜିଲ୍ଲାରୁ- ୪୯

ଜଗତସିଂହପୁର ଜିଲ୍ଲାରୁ- ୪୬

ଯାଜପୁର ଜିଲ୍ଲାରୁ- ୬୬

ଝାରସୁଗୁଡା ଜିଲ୍ଲାରୁ- ୧୮୯

କଳାହାଣ୍ଡି ଜିଲ୍ଲାରୁ- ୪୮

କନ୍ଧମାଳ ଜିଲ୍ଲାରୁ- ୮

କେନ୍ଦ୍ରାପଡା ଜିଲ୍ଲାରୁ- ୨୪

କେନ୍ଦୁଝର ଜିଲ୍ଲାରୁ- ୬୩

ଖୋର୍ଦ୍ଧା ଜିଲ୍ଲାରୁ- ୯୩୩

କୋରାପୁଟ ଜିଲ୍ଲାରୁ- ୭୭

ମାଲକାନଗିରି ଜିଲ୍ଲାରୁ- ୧୧

ମୟୂରଭଞ୍ଜ ଜିଲ୍ଲାରୁ- ୧୬୨

ନବରଙ୍ଗପୁର ଜିଲ୍ଲାରୁ- ୮୫

ନୟାଗଡ ଜିଲ୍ଲାରୁ- ୨୪

ନୂଆପଡା ଜିଲ୍ଲାରୁ- ୫୧

ପୁରୀ ଜିଲ୍ଲାରୁ- ୧୩୦

ରାୟଗଡା ଜିଲ୍ଲାରୁ- ୮୨

ସମ୍ବଲପୁର ଜିଲ୍ଲାରୁ- ୬୪୪

ସୋନପୁର ଜିଲ୍ଲାରୁ- ୩୨

ସୁନ୍ଦରଗଡ ଜିଲ୍ଲାରୁ- ୮୬୯

ଷ୍ଟେଟ ପୁଲରୁ- ୨୧୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭୫ ହଜାର ୬୯୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୬୧୭ ଏବଂ ବର୍ତ୍ତମାନ ୨୦ ହଜାର ୫୬୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ବିଶେଷ ଖବର ସ୍ବାସ୍ଥ୍ୟ

ଦେଶରେ ବଡ ଲମ୍ଫ ଦେଲା କରୋନା, 24 ଘଣ୍ଟାରେ 90928 ଆକ୍ରାନ୍ତ ଚିହ୍ନଟ, ଓମିକ୍ରନର ସଂଖ୍ୟା 2630 କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀର ଗତି ଅନିୟନ୍ତ୍ରିତ ହେବାରେ ଲାଗିଛି। ଏହା ସହିତ, ଓମିକ୍ରନ୍, କରୋନାର ସବୁଠାରୁ ବିପଜ୍ଜନକ ଭାରିଆଣ୍ଟ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗତ 24 ଘଣ୍ଟା ମଧ୍ୟରେ ଦେଶରେ କରୋନାରେ 90 ହଜାର 928 ଟି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି। ଏହି ସମୟରେ 325 ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ କରୋନାର ଓମିକ୍ରନ୍ ର 2630 ମାମଲା ରିପୋର୍ଟ ହୋଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ସଂଖ୍ୟା ଦୁଇ ଲକ୍ଷ 85 ହଜାର 401 କୁ ବୃଦ୍ଧି ପାଇଛି। ଏଥି ସହିତ, ଏହି ମହାମାରୀ ହେତୁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା 4 ଲକ୍ଷ 82 ହଜାର 876 କୁ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ, ଗତକାଲି 19 ହଜାର 206 ଜଣ ଲୋକ ଆରୋଗ୍ୟ ଲାଭ କରିଥିଲେ, ଯାହା ପରେ ଏପର୍ଯ୍ୟନ୍ତ 3 କୋଟି 43 ଲକ୍ଷ 411 ହଜାର 9 ଲୋକ ସଂକ୍ରମଣମୁକ୍ତ ହୋଇଛନ୍ତି।

ସେହିଭଳି ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ 2630 ଲୋକ ଓମିକ୍ରନ୍ ରେ ସଂକ୍ରମିତ ହୋଇଛନ୍ତି। ଏହି ଭାରିଆଣ୍ଟରେ ସଂକ୍ରମିତ ରାଜ୍ୟ ସଂଖ୍ୟା ଦେଶରେ 26 କୁ ବୃଦ୍ଧି ପାଇଛି। ମହାରାଷ୍ଟ୍ର ଏବଂ ରାଜଧାନୀ ଦିଲ୍ଲୀରେ ସର୍ବାଧିକ ମାମଲା ରହିଛି। ଏହା ପରେ ରାଜସ୍ଥାନ ତୃତୀୟ ସ୍ଥାନରେ ରହିଛି। ଏପର୍ଯ୍ୟନ୍ତ ମହାରାଷ୍ଟ୍ରରେ 797, ଦିଲ୍ଲୀରେ 465 ଏବଂ ରାଜସ୍ଥାନରେ 236 ଜଣ ଲୋକ ଓମିକ୍ରନ୍ ସଂକ୍ରମିତ ହୋଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦିଲ୍ଲୀରୁ ମହାରାଷ୍ଟ୍ର ପର୍ଯ୍ୟନ୍ତ ଦ୍ରୁତ ଗତିରେ ବଢୁଛି ଓମିକ୍ରୋନ, ଗୋଟିଏ ଦିନରେ ୧୨୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କ୍ରମାଗତ ଭାବେ ଓମିକ୍ରୋନର ବିପଦ ବୃଦ୍ଧି ପାଉଛି। ଗତ 24 ଘଣ୍ଟା ମଧ୍ୟରେ ଓମିକ୍ରନର 122 ଟି ନୂଆ ମାମଲା ରିପୋର୍ଟ ହେବା ପରେ ଦେଶରେ ଏହି ଭାରିଆଣ୍ଟର ମାମଲା 358 କୁ ବୃଦ୍ଧି ପାଇଛି। ଏଥିମଧ୍ୟରୁ 114 ଜଣ ଲୋକ ସଂକ୍ରମଣମୁକ୍ତ ହୋଇଯାଇଛନ୍ତି। 17 ଟି ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳରେ ଏହି ମାମଲା ରିପୋର୍ଟ କରାଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ, ମହାରାଷ୍ଟ୍ରରେ ସର୍ବାଧିକ 88 ଟି ମାମଲା ରହିଛି, ଦିଲ୍ଲୀ 67, ତେଲେଙ୍ଗାନା 38, ତାମିଲନାଡୁ 34, କର୍ଣ୍ଣାଟକ 31 ଏବଂ ଗୁଜୁରାଟରେ 30 ଟି ମାମଲା ରହିଛି।

ମନ୍ତ୍ରଣାଳୟ ଦ୍ଵାରା ସକାଳ ଆଠଟାରେ ପ୍ରକାଶିତ ତଥ୍ୟ ଅନୁଯାୟୀ, ଗୋଟିଏ ଦିନରେ ଭାରତରେ କୋଭିଡ -19 ର 6,650 ଟି ନୂଆ ମାମଲା ରିପୋର୍ଟ ହେବା ପରେ ଦେଶରେ ସଂକ୍ରମିତ ସଂଖ୍ୟା 3,47,72,626 କୁ ବୃଦ୍ଧି ପାଇଛି। ଏଥିସହ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା 77,516 କୁ ଖସି ଆସିଛି। 374 ଅଧିକ ସଂକ୍ରମିତଙ୍କ ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା 4,79,133 କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୭ ହଜାରରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

ଦିଲ୍ଲୀ: ଆଜି ଦେଶରୁ ୭ ହଜାର ୩୫୦ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୨୦୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୬ ଲକ୍ଷ ୮୮ ହଜାର ୮୬୮ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୫ ହଜାର ୬୩୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୧ ଲକ୍ଷ ୩୦ ହଜାର ୭୬୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୧ ହଜାର ୪୫୬ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଆଜି ଓମିକ୍ରନ୍ ର ୪ ଟି ନୂତନ ଆକ୍ରାନ୍ତ ଚିହ୍ନଟ, ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩୭କୁ ବୃଦ୍ଧି

ନୂଆଦିଲ୍ଲୀ: ଭାରତରେ କରୋନା ଭାଇରସର ନୂଆ ଭାରିଆଣ୍ଟ ଓମିକ୍ରନର ମାମଲା ମଧ୍ୟ ବଢିବାରେ ଲାଗିଛି। ମହାରାଷ୍ଟ୍ରର ନାଗପୁରରେ ଓମିକ୍ରନ୍ ଭାରିଆଣ୍ଟର ପ୍ରଥମ ମାମଲା ରିପୋର୍ଟ ହୋଇଛି। ଓମିକ୍ରନ୍‌ରେ ଜଣେ ୪୦ ବର୍ଷ ବୟସ୍କ ବ୍ୟକ୍ତି ସଂକ୍ରମିତ ହୋଇଥିବା ଜଣାପଡିଛି। ଏହି ବ୍ୟକ୍ତି ଦକ୍ଷିଣ ଆଫ୍ରିକାରୁ ଦିଲ୍ଲୀ ଦେଇ ନାଗପୁରରେ ପହଞ୍ଚିଛନ୍ତି। ଏହା ସହିତ ଭାରତରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି। ଏହାପୂର୍ବରୁ ଆଜି କର୍ଣ୍ଣାଟକ, ଚଣ୍ଡିଗଡ଼ ଏବଂ ଆନ୍ଧ୍ରପ୍ରଦେଶରେ ଓମିକ୍ରୋନ୍ର ପ୍ରତ୍ୟେକ ମାମଲାରେ ଗୋଟିଏ ମାମଲା ରୁଜୁ ହୋଇଥିଲା। ଓମିକ୍ରନ୍ ସହିତ ମୁକାବିଲା ପାଇଁ ଭାରତ ସରକାର ସତର୍କତା ଅବଲମ୍ବନ କରୁଛନ୍ତି। ପରୀକ୍ଷା ଏବଂ ଟୀକାକରଣ ଉପରେ ଗୁରୁତ୍ୱ ଦେବାକୁ କେନ୍ଦ୍ର ସରକାର ରାଜ୍ୟମାନଙ୍କୁ କହିଛନ୍ତି।

ଚଣ୍ଡିଗଡ଼ରେ ସଂକ୍ରମିତ ହୋଇଥିବା ୨୦ ବର୍ଷୀୟ ଯୁବକ ତାଙ୍କ ସମ୍ପର୍କୀୟଙ୍କୁ ଭେଟିବା ପାଇଁ ଇଟାଲୀରୁ ଆସିଥିଲେ। ଡିସେମ୍ବର ୨୨ ତାରିଖରେ ସେ ଇଟାଲୀରୁ ଭାରତ ଆସିଥିଲେ। ସେବେଠାରୁ ସେ ଘର କ୍ଵାରେଣ୍ଟିନରେ ଥିଲେ ଏବଂ ଡିସେମ୍ବର ୧ ତାରିଖରେ ପୁନର୍ବାର ପରୀକ୍ଷା କରାଯିବା ପରେ ସେ କୋଭିଡ ପଜିଟିଭ ବୋଲି ଜଣାପଡିଥିଲା। ଯାହା ପରେ ତାଙ୍କ ନମୁନାକୁ ଜେନୋମ ସିକ୍ଵେନସିଂ ପାଇଁ ପଠାଯାଇଥିଲା, ଯେଉଁଥିରେ ଓମିକ୍ରୋନର ସଂକ୍ରମଣ ନିଶ୍ଚିତ ହୋଇଥିଲା।

ଯୁବକଜଣଙ୍କର କୌଣସି ପ୍ରକାରର ଲକ୍ଷଣ ଦେଖାଯାଇନଥିଲା ଏବଂ ସେ ଇଟାଲୀରେ ପିଫାଇଜର ଟିକା ମଧ୍ୟ ନେଇଥିଲେ। ତାଙ୍କ ସହିତ ଯୋଗାଯୋଗ କରିଥିବା ପରିବାରର ୭ ଜଣଙ୍କୁ ମଧ୍ୟ କ୍ଵାରେଣ୍ଟିନ କରାଯାଇଛି। ସେମାନଙ୍କର କରୋନା ରିପୋର୍ଟ ନେଗେଟିଭ ଆସିଛି, କିନ୍ତୁ ଆଜି ସେମାନଙ୍କର କରୋନା ପରୀକ୍ଷା ପୁଣି କରାଯାଇଛି।

ଏଥି ସହିତ ଆନ୍ଧ୍ରପ୍ରଦେଶରେ ଓମିକ୍ରନ୍ ସଂକ୍ରମିତ ବ୍ୟକ୍ତି ଆୟର୍ଲାଣ୍ଡରୁ ଆସିଥିଲେ। ଏହା ହେଉଛି ଓମିକ୍ରନ୍ ରାଜ୍ୟରେ ପ୍ରଥମ ମାମଲା। କର୍ଣ୍ଣାଟକରେ ମିଳିଥିବା ରୋଗୀ ଦକ୍ଷିଣ ଆଫ୍ରିକାରୁ ଫେରି ଆସିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ କର୍ଣ୍ଣାଟକରେ ଓମିକ୍ରନର ତିନୋଟି ମାମଲା ରୁଜୁ ହୋଇଛି। ଦିଲ୍ଲୀ, ରାଜସ୍ଥାନ, ମହାରାଷ୍ଟ୍ର, କର୍ଣ୍ଣାଟକ ଏବଂ ଗୁଜୁରାଟ ସମେତ ରାଜ୍ୟରେ ଓମିକ୍ରନ୍ ମାମଲା ଦେଖିବାକୁ ମିଳିଛି। ମହାରାଷ୍ଟ୍ରରେ ସର୍ବାଧିକ ମାମଲା ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୧ ଲକ୍ଷ ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରୁ ୮ ହଜାର ୯୫୪ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୨୬୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୯୬ ହଜାର ୭୭୬ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୯ ହଜାର ୨୪୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୨୮ ହଜାର ୫୦୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୯ ହଜାର ୨୩ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୪୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୧୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୧୦ ହଜାର ୪୧୩ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୫ ହଜାର ୬୬୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୨୨ ହଜାର ୩୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୨୨ ହଜାର ୭୧୪ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୪ ହଜାର ୩୦୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୩୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୧ ଲକ୍ଷ ୮୯ ହଜାର ୭୭୪ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୪ ହଜାର ୭୧୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୫ ଲକ୍ଷ ୬୭ ହଜାର ୩୬୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୬୭ ହଜାର ୬୯୫ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୪୪୧ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୫୩ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୮ ଟି ଲୋକାଲ କେସ୍‌  ରହିଛ। ୪୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୫ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୯୬୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୫ ହଜାର ୨୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୮୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୪୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୦୫ ଜଣ, କଟକ ଜିଲ୍ଲାରୁ ୩୭, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୫, ଭଦ୍ରକ ଜିଲ୍ଲାରୁ ୧୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, ବୌଦ୍ଧ ଜିଲ୍ଲାରୁ ୪, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୧୬ ଜଣ, ଯାଜପୁର ଜିଲ୍ଲାରୁ ୧୩ ଜଣ, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୫, କେନ୍ଦୁଝର ଜିଲ୍ଲାରୁ ୧, କୋରାପୁଟ ଜିଲ୍ଲାରୁ ୪, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୭ ଜଣ, ରାୟଗଡା ଜିଲ୍ଲାରୁ ୧୦, ସମ୍ବଲପୁର ଜିଲ୍ଲାରୁ ୧୮, ସୁନ୍ଦରଗଡ ଜିଲ୍ଲାରୁ ୧୪ ଏବଂ ଷ୍ଟେଟ ପୁଲରୁ ୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୫ ହଜାର ୭୮୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୭୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୧ ଲକ୍ଷ ୪୩ ହଜାର ୨୩୬ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୩ ହଜାର ୪୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୫ ଲକ୍ଷ ୧୪ ହଜାର ୪୪୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୭୫ ହଜାର ୭୪୫ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୪୬୭ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୭୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୫ ଟି ଲୋକାଲ କେସ୍‌  ରହିଛ। ୪୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୮୬ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୫୨୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୪ ହଜାର ୪୨୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୭୪୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୪୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୪୩ ଜଣ, କଟକ ଜିଲ୍ଲାରୁ ୩୬, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୧୬ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ବୌଦ୍ଧ ଜିଲ୍ଲାରୁ ୫, ଢେଙ୍କାନାଳ ଜିଲ୍ଲାରୁ ୪, ଗଞ୍ଜାମ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୧୩ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୯, କେନ୍ଦୁଝର ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ, ନବରଙ୍ଗପୁର ଜିଲ୍ଲାରୁ୧, ନୟାଗଡ ଜିଲ୍ଲାରୁ ୫, ନୟାଗଡ ଜିଲ୍ଲାରୁ ୬, ପୁରୀ ଜିଲ୍ଲାରୁ ୫ ଜଣ, ରାୟଗଡା ଜିଲ୍ଲାରୁ ୧୩, ସମ୍ବଲପୁର ଜିଲ୍ଲାରୁ ୧୪, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୮ ଏବଂ ଷ୍ଟେଟ ପୁଲରୁ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।