ଆଖୁ ଫସଲ ନଷ୍ଟ

ପିଣ୍ଟୁ ବିଶୋୟି ବେଗୁନିଆପଡ଼ା: ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭାରଗାଁ ଗ୍ରାମରେ ନିଆଁ ଲାଗି ବ୍ୟାପକ ଆଖୁ ଫସଲ ନଷ୍ଟ ହୋଇଯାଇଥିବା ଖବର ହସ୍ତଗତ ହୋଇଛି।…