ଆଜିର ଖବର ଆଜି ନବୀନ ପଟ୍ଟନାୟକଙ୍କ ଜନ୍ମଦିନ, ଜାଣନ୍ତୁ କେତେ ବର୍ଷ ବୟସରେ କଲେ ପଦାର୍ପଣ ଭୁବନେଶ୍ବର: ଆଜି ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ୧୯୪୬ ମସିହା ଅକ୍ଟୋବର ୧୬ ତାରିଖରେ ନବୀନ ଜନ୍ମଗ୍ରହଣ କରିଥିଲେ।…