ଆଜିର ଖବର ଜାତିସଂଘ ମହାସଚିବଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବୈଠକ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧ ଡିସେମ୍ବର ୨୦୨୩ରେ ଦୁବାଇରେ ସିଓପି ୨୮ ଶିଖର ସମ୍ମିଳନୀ ଅବସରରେ ଜାତିସଂଘ ମହାସଚିବ (ୟୁଏନଏସଜି) ଆଣ୍ଟୋନିଓ ଗୁଟେରେସଙ୍କୁ ସାକ୍ଷାତ କରିଛନ୍ତି।…