ଆଜିର ଖବର ଆତଙ୍କବାଦ ମୁକାବିଲା ସଂକ୍ରାନ୍ତ ମନ୍ତ୍ରିସ୍ତରୀୟ ସମ୍ମିଳନୀ: ଉଦ୍ଘାଟନୀ ଅଭିଭାଷଣ ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୮ ତାରିଖ ପୂର୍ବାହ୍ନ ୯ଟା ୩୦ମିନିଟ୍ରେ ନୂଆଦିଲ୍ଲୀସ୍ଥିତ ହୋଟେଲ ତାଜ ପାଲେସ ଠାରେ ଆତଙ୍କବାଦ ମୁକାବିଲା ସଂକ୍ରାନ୍ତ ତୃତୀୟ ମନ୍ତ୍ରିସ୍ତରୀୟ…