ଆଜିର ଖବର ଆଜି ସକାଳୁ ଦକ୍ଷିଣ କାଶ୍ମୀରରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ମୃତ ଶ୍ରୀନଗର, ଦକ୍ଷିଣ କାଶ୍ମୀରର ପୁଲୱାମା ଜିଲ୍ଲାରେ ଗୁରୁବାର ଦିନ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀର ମୃତ୍ୟୁ ଘଟିଛି। ପୁଲୱାମାର ମାଗାମାରେ…