ଅପରାଧ ଯୁବକଙ୍କ ଆତଙ୍କରାଜ: ଗାଁରେ ଆତର୍କିତ ଆକ୍ରମଣ, ତିନି ଗୁରୁତର ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତକାଲି ବିଳମ୍ବିତ ରାତିରେ ପୁରୁଷୋତ୍ତମ ପୁର ଥାନା ଅର୍ନ୍ତଗତ ହାଣ୍ଡିଘର ଗ୍ରାମର କିଛି ଦୁର୍ଦ୍ଦାନ୍ତ ଯୁବକ ଆତଙ୍କରାଜ ଚଳାଇ ଗାଁ ଲୋକଙ୍କୁ…