ଆଜିର ଖବର ଅପରେସନ ସିନ୍ଦୂର ହେଉଛି ଭାରତର ନୀତି, ଉଦ୍ଦେଶ୍ୟ ଏବଂ ନିର୍ଣ୍ଣାୟକ ଶକ୍ତିର ତ୍ରିମୂର୍ତ୍ତି: ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଦମପୁରସ୍ଥିତ ବାୟୁସେନା ଘାଟି ପରିଦର୍ଶନ କରିଥିଲେ ଏବଂ ଦେଶର ସାହସୀ ବାୟୁସେନା ଯୋଦ୍ଧା ଏବଂ ସୈନିକମାନଙ୍କ ସହିତ ମତ ବିନିମୟ କରିଥିଲେ।…