ଆଜିର ଖବର ପଂଚାୟତ ନିର୍ବାଚନରେ ଆଦିବାସୀ ସଂରକ୍ଷଣରେ ସରକାର ଚଞ୍ଚକତା କରିଛନ୍ତି,କଂଗ୍ରେସର ଅଭିଯୋଗ ଭୁବନେଶ୍ୱର: ରାଜ୍ୟ ସରକାର ଆଗାମୀ ପଂଚାୟତ ନିର୍ବାଚନରେ ଆଦିବାସୀ ମାନଙ୍କ ପାଇଁ ସଂରକ୍ଷଣରେ ଚଂଚକତା କରିଛନ୍ତି। ଏପରିକି ସମ୍ବିଧାନ ଏବଂ ଆଇନ୍କୁ ମଧ୍ୟ ଅଣଦେଖା କରିଛନ୍ତି ବୋଲି…