ଆଞ୍ଚଳିକ ବାଣପୁର: ଆନ୍ତଃଜିଲ୍ଲା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ବାଣପୁର: ବାଣପୁର ସ୍ଥିତ ଓଡଗାଁ ସନସାଇନ ସ୍ପୋର୍ଟିଙ୍ଗ କ୍ଲବ ଆନୁକୂଲ୍ୟରେ ଅନୁଷ୍ଠିତ ଆନ୍ତଃଜିଲ୍ଲା କ୍ରିକେଟ ଟୁର୍ଣ୍ଣାମେଣ୍ଟ ବୁଧବାର ଉଦଯାପିତ ହୋଇଯାଇଛି। ଏଗାରଦିନ ବ୍ୟାପି ଚାଲିଥିବା ଟୁର୍ଣ୍ଣାମେଣ୍ଟରେ ସମୁଦାୟ…