ଜାତୀୟ ଖବର ନୂଆଦିଲ୍ଲୀରେ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ଓଡିଶା ପାଭିଲିୟନ, ବିଶେଷ ଆକର୍ଷଣ ମିଲେଟ୍ ମିଶନ ଭୁବନେଶ୍ୱର: ଆଜି ଅପରାହ୍ନରେ ନୂଆଦିଲ୍ଲୀ ପ୍ରଗତି ମଇଦାନଠାରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ଓଡିଶା ପାଭିଲିୟନକୁ ପଂଚାୟତିରାଜ ଓ ପାନୀୟ ଜଳ, ଜଙ୍ଗଲ, ପରିବେଶ ଓ…