ଆଜିର ଖବର ସୋଆରେ ଜଳବାୟୁ ପରିବର୍ତ୍ତନ ସମ୍ପର୍କିତ ତିନି ଦିନିଆ ଆନ୍ତର୍ଜାତୀକ ସମ୍ମିଳନୀ ଉଦ୍ଘାଟିତ ଭୁବନେଶ୍ୱର: କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ।…