ଆମେରିକୀୟ କନସୁଲ ଜେନେରାଲ

ଭୁବନେଶ୍ୱର: ହାଇଦ୍ରାବାଦସ୍ଥିତ ଯୁକ୍ତରାଷ୍ଟ୍ର ଆମେରିକା କନସୁଲ ଜେନେରାଲଙ୍କ ଏକ ପ୍ରତିନିଧି ଦଳ ଭୁବନେଶ୍ୱରସ୍ଥିତ ସିଏସଆଇଆର-ଆଇଏମଏମଟି (CSIR-IMMT) ଗସ୍ତ କରିଛନ୍ତି। ଏହି ଗସ୍ତ କାଳରେ ପ୍ରତିନିଧି ଦଳ ସିଏସଆଇଆର-ଆଇଏମଏମଟିର…