ଆଜିର ଖବର ରାଜ୍ୟରେ ପୌର ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରସ୍ତୁତି: ପ୍ରଥମ ପର୍ଯ୍ୟାୟରେ ୧୫ ଟି ଜିଲ୍ଲାକୁ ପଠାଗଲା ଇଭିଏମ ଭୁବନେଶ୍ବର: ରାଜ୍ୟରେ ଆଗାମୀ ପୌର ଏବଂ ମହାନଗର ନିଗମ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରାଜ୍ୟ ନିର୍ବାଚନ କମିଶନର ଏହି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ…