ଜାତୀୟ ଖବର ବେଙ୍ଗାଲୁରୁଠାରେ ଆର୍ଟ ଅଫ୍ ଲିଭିଂ ପ୍ରତିଷ୍ଠାର ୪୫ତମ ବାର୍ଷିକୀ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ବେଙ୍ଗାଲୁରୁଠାରେ ଆର୍ଟ ଅଫ ଲିଭିଂର ୪୫ତମ ବାର୍ଷିକୀ ପାଳନ ସମାରୋହରେ ଯୋଗଦେଇଛନ୍ତି। ଏହି ଅବସରର ପବିତ୍ରତା କଥା ପ୍ରକାଶ…