ଆର୍ଥିକ ସହାୟତା

ନୂଆଦିଲ୍ଲୀ: କର୍ମଚାରୀଙ୍କ ପ୍ରୋଭିଡେଣ୍ଟ ଫଣ୍ଡ ସଂଗଠନ (ଇପିଏଫଓ) ସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଲୋକଙ୍କୁ ବିପୁଳ ଆର୍ଥିକ ସହାୟତା ଦେଇଥାଏ। ସାରା ଦେଶରେ ଏହାର କୋଟି କୋଟି…

ଚଣ୍ଡିଗଡ଼: ପଞ୍ଜାବର ଭଗବନ୍ତ ମନ୍ ସରକାର ଚାଷୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ଉପରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ମାନ୍ ସରକାର କୃଷକ ଆନ୍ଦୋଳନରେ ଶହୀଦ ହୋଇଥିବା କୃଷକଙ୍କ…

ନୂଆଦିଲ୍ଲୀ: ସୋମବାର ଦିନ ବିଜେପି ନେତା କପିଲ ମିଶ୍ର ଦାବି କରିଛନ୍ତି ଯେ, ତାଙ୍କୁ ଇମେଲ ମାଧ୍ୟମରେ ହତ୍ୟା ଧମକ ଦିଆଯାଇଛି। ସେ ଏହା ମଧ୍ୟ କହିଛନ୍ତି…

ନୂଆଦିଲ୍ଲୀ: ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ (ଏମଏସଡିଇ) ପକ୍ଷରୁ ଆଜି ଜାତୀୟ ଆପ୍ରେଣ୍ଟିସସିପ୍‌ ପ୍ରୋତ୍ସାହନ ଯୋଜନା (ଏନଏପିଏସ) ଶୁଭାରମ୍ଭ କରାଯାଇଛି। ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ଯୋଜନାର…

ନୂଆଦିଲ୍ଲୀ: ପ୍ରତ୍ୟେକ ପିତାମାତା ଶିଶୁର ଭଲ ଭବିଷ୍ୟତ ପାଇଁ ଚିନ୍ତିତ। ଏଭଳି ପରିସ୍ଥିତିରେ ମହିଳା ଓ ବାଳିକାମାନଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ସରକାର ଅନେକ ଯୋଜନା…

ନୂଆଦିଲ୍ଲୀ: ନିଜର ଅଙ୍ଗୀକାରବଦ୍ଧତା ଓ ସଂକଳ୍ପକୁ ବଜାୟ ରଖି କୃଷକମାନଙ୍କୁ ତୃଣମୂଳ ସ୍ତରରେ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି…

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବିଜୁ ପକ୍କାଘର ଯୋଜନା ଅନ୍ତର୍ଗତ ଘର ମରାମତି ପାଇଁ ରାଜ୍ୟ ସରକାର ସହାୟତା ଦେବେ। ଏନେଇ…

ନୂଆଦିଲ୍ଲୀ: କୃଷକଙ୍କ ଆନ୍ଦୋଳନ ସମୟରେ ମୃତ୍ୟୁବରଣ କରିଥିବା ଚାଷୀଙ୍କ ସମ୍ପର୍କରେ ଏବଂ ସେମାନଙ୍କ ବିରୋଧରେ ପଞ୍ଜୀକୃତ ମାମଲା ସମ୍ପର୍କରେ ସୂଚନା ନାହିଁ ବୋଲି କେନ୍ଦ୍ର ସରକାର କହିଛନ୍ତି।…

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ହିନ୍ଦ୍ ମଜଦୁର ସଭା ରାଜ୍ୟ କାର୍ଯ୍ୟାଳୟରେ ମହିଳା କମିଟିର ଏକ ବୈଠକ ରାଜ୍ୟ ସଭାନେତ୍ରୀ ଲକ୍ଷ୍ମୀ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ…

ନୂଆଦିଲ୍ଲୀ: ଯଦି ଜଣେ କିମ୍ବା ଉଭୟ ପିତାମାତା ବେତନ ପ୍ରାପ୍ତ ଥିଲେ ଏବଂ କର୍ମଚାରୀ ପେନ୍ସନ୍ ସ୍କିମର ସଦସ୍ୟ ହୋଇଥିଲେ, ତେବେ ସେମାନଙ୍କ ପିଲାମାନଙ୍କୁ ଆର୍ଥିକ ସହାୟତା…

ନୂଆଦିଲ୍ଲୀ: ଯଦି ଆପଣ ମଧ୍ୟ ପିଏମ କିଷାନ ଯୋଜନାର ସୁଯୋଗ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ଅଛି। ଦେଶର କୃଷକମାନଙ୍କ ପାଇଁ କେନ୍ଦ୍ର…

ଭୁବନେଶ୍ବର: ଦିବଙ୍ଗତ ସାମ୍ବାଦିକ ଅରିନ୍ଦମ ଦାଶଙ୍କ ପରିବାରକୁ ରାଜ୍ୟ ସରକାର ସହାୟତା ରାଶି ଘୋଷଣା କରିଛନ୍ତି। ଅରିନ୍ଦମଙ୍କ ପରିବାରକୁ ରାଜ୍ୟ ସରକାର ୪ ଲକ୍ଷ ଟଙ୍କା ସହାୟତା…

ରମେଶ ମହାନ୍ତି ଜଗତସିଂହପୁର: କରୋନା ମହାମାରୀ ସମୟରେ ପିତାମାତା କିମ୍ବା ପରିବାରର ମୁଖ୍ୟ ଆୟକାରୀ ଅଭିଭାବକଙ୍କ ମୃତ୍ୟୁ ହୋଇଥିବା ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଆଶିର୍ବାଦ ଯୋଜନା…

ନୂଆଦିଲ୍ଲୀ: କେନ୍ଦ୍ରର ନୂଆ ମନ୍ତ୍ରୀମଣ୍ଡଳ ଗଠନ ହେବା ପରେ ଆଜି ସନ୍ଧ୍ୟା ୫ ଟାରେ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜିର ବୈଠକରେ କୃଷି ଭଳି…

ଭୁବନେଶ୍ଵର: କରୋନା କାଳରେ ରାଜ୍ୟରେ କ୍ଷତିଗ୍ରସ୍ତ ହୋଇଥିବା ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧ ଚାଷୀଙ୍କ ପାଇଁ…

ନୂଆଦିଲ୍ଲୀ: କୋଭିଡରେ ବାପା ମା’ଙ୍କୁ ହରାଇଥିବା ଅନାଥ ପିଲାଙ୍କ ପାଇଁ କେନ୍ଦ୍ର ସରକାର ବଡ ଘୋଷଣା କରିଛି। ପ୍ରଧାନମନ୍ତ୍ରୀ କେୟାରସ୍ ଫଣ୍ଡରୁ କେନ୍ଦ୍ରର ଆର୍ଥିକ ସହାୟତା ଘୋଷଣା…

ପୁରୀ: ଶ୍ରୀମନ୍ଦିର ସେବାୟତମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ସେବାୟତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛି। ୧୦ ହଜାର ଲେଖାଏଁ ସେବାୟତଙ୍କୁ ଆର୍ଥିକ ସହାୟତା…

ଖୋର୍ଦ୍ଧା: କୋଭିଡ଼ ଯୋଗୁଁ ମୃତ୍ୟୁବରଣ କରିଥିବା କୋଭିଡ଼ ଯୋଦ୍ଧାଙ୍କ ପରିବାରଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ…