ଆର୍ଥିକ ସାକ୍ଷରତା ସପ୍ତାହ ୨୦୨୬

ଭୁବନେଶ୍ୱର: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୨୦୧୬ ମସିହାରୁ ପ୍ରତିବର୍ଷ ଏକ ନିର୍ଦ୍ଦିଷ୍ଟ ବିଷୟବସ୍ତୁ ଉପରେ ଆର୍ଥିକ ସାକ୍ଷରତା ସପ୍ତାହ (ଏଫଏଲଡବ୍ଲୁ) ପାଳନ କରିଆସୁଛି। ଏହି କ୍ରମରେ…