ଆଲୋକୀକରଣ

ସୀତାରାମ ଅଗ୍ରଓ୍ବାଲ ଚିଲିକା: ଦୀର୍ଘବର୍ଷର ସ୍ବପ୍ନ ପୂରଣ ହୋଇଛି ହେଲେ ତାହା ଅଧପନ୍ତରିଆ। ଏଠି ଆମେ କହୁଛୁ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ-ବାଣପୁର ରେଳବାଇ ଓଭରବ୍ରିଜ ବିଷୟରେ।…