ଆଜିର ଖବର ଆସନ୍ନ ଅଙ୍ଗଚ୍ଛେଦକୁ ପ୍ରତିହତ କରି ରୋଗୀର ଗୋଡ଼କୁ ରକ୍ଷା କରିବାରେ ସଫଳ ହେଲେ ସମ୍ମମ ଡାକ୍ତର ଭୁବନେଶ୍ୱର: ରୋଗୀର ଆସନ୍ନ ଅଙ୍ଗଚ୍ଛେଦକୁ ପ୍ରତିହତ କରି ଓଡ଼ିଶାରେ ପ୍ରଥମ ଥର ପାଇଁ ଆଣ୍ଠୁର ନିମ୍ନଭାଗକୁ ଅତ୍ୟାଧୁନିକ ଏଣ୍ଡୋଭାସ୍କୁଲାର ଅ।ଥେରେକ୍ଟୋମି ପଦ୍ଧତିରେ ସଦ୍ୟତମ ଜେଟ୍ସଟ୍ରିମ ଟେକ୍ନୋଲଜି ବ୍ୟବହାର…