ବିଶେଷ ଖବର ଚାଷୀମାନଙ୍କ ଆୟକୁ ଦ୍ୱିଗୁଣିତ ଓ ବହୁଗୁଣିତ କରିବା ଉପରେ ଗୁରୁତ୍ଵାରୋପ କଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ଭୁବନେଶ୍ୱର: ଚାଷୀମାନଙ୍କ ଆୟକୁ ଦ୍ୱିଗୁଣିତ ଓ ବହୁଗୁଣିତ କରିବା ଦିଗରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ କୃଷି ବିଭାଗ ସହିତ ସମତାଳରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ…