ଆଜିର ଖବର ପ୍ରଥମ ଟେଷ୍ଟ: ପ୍ରଥମ ଇନିଂସରେ ଭାରତର ବ୍ୟାଟିଂ ବିପର୍ଯ୍ୟୟ, ୨୪୧ ରନରେ ଇଂଲଣ୍ଡ ଆଗୁଆ ଚେନ୍ନାଇ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟର ଚତୁର୍ଥ ଦିନ ଖେଳ ଜାରି ରହିଛି। ଇଂଲଣ୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରି ପ୍ରଥମ ଇନିଂସରେ…