ଆଜିର ଖବର ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି ନୂଆଦିଲ୍ଲୀ: ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟରେ ଜୁଲାଇ-୨୦୨୬ ଶିକ୍ଷା ସତ୍ର ପାଇଁ ନୁତନ ନାମଲେଖା ଏବଂ ପୁନଃ ପଞ୍ଜିକରଣ ପ୍ରକ୍ରିୟା ର ଆରମ୍ଭ ଘୋଷଣା କରାଯାଇଛି।…