PIB_NEWS ପାରାଦ୍ବୀପ ବନ୍ଦରରେ ଲାଗିଲା ଏକ୍ସ-ରେ କଣ୍ଟେନର ସ୍କାନିଂ ସିଷ୍ଟମ, ଘଣ୍ଟାକୁ ୨୫ ଟି କଣ୍ଟେନରକୁ କରିବ ସ୍କାନ୍ ନୂଆଦିଲ୍ଲୀ: ଇଜ୍ ଅଫ୍ ଡୁଇଙ୍ଗ୍ ବିଜନେସ୍ (ଇଓଡିବି) ପଦକ୍ଷେପ ଅନୁଯାୟୀ, ୩୦ କୋଟି ଟଙ୍କା ବ୍ୟୟରେ ଗୋଟିଏ ଭ୍ରାମ୍ୟମାଣ ଏକ୍ସ-ରେ କଣ୍ଟେନର ସ୍କାନିଂ ସିଷ୍ଟମ (ଏମ୍ଏକ୍ସସିଏସ୍) ସ୍ଥାପନ…