ଜାତୀୟ ଖବର ପୁଣି ନବୀନ ପଟ୍ଟନାୟକ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ, ଚାଲିଲା ରାଜନୈତିକ ବୟାନବାଜି ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଜଣେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ପରିଚିତ ହୋଇଛନ୍ତି। ଆଗରୁ ବାରମ୍ବାର ମୁଖ୍ୟମନ୍ତ୍ରୀ ଶ୍ରେଷ୍ଠ ଲୋକପ୍ରିୟ ବୋଲି ପ୍ରମାଣିତ ହୋଇଆସିଛନ୍ତି।…