ଇଣ୍ଡିଆନ୍ ଆଇଡଲ୍- ସିଜିନ୍ ୧୬

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷର ଇଣ୍ଡିଆନ୍ ଆଇଡଲ୍- ସିଜିନ୍ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ଆଜି ତାଙ୍କ ସରକାରୀ ବାସଭବନରେ ସମ୍ବର୍ଦ୍ଧିତ କରିଛନ୍ତି।…