ଜାତୀୟ ଖବର ଇଣ୍ଡିଆନ୍ ଟେଲି ଷ୍ଟ୍ରିମିଂ ଆୱାର୍ଡ ୨୦୨୪ ରେ ସ୍ଥାନ ପାଇଲା ଶ୍ରେଷ୍ଠ ଆଞ୍ଚଳିକ ୱେବ୍ ସିରିଜ୍ “ବାରଙ୍ଗ ୧୯୯୯” ଭୁବନେଶ୍ୱର: ୧୯ ଜୁଲାଇରେ ମୁମ୍ବାଇରେ ଅନୁଷ୍ଠିତ ହୋଇଥିବା ସମ୍ମାନଜନକ ଇଣ୍ଡିଆନ୍ ଟେଲି ଷ୍ଟ୍ରିମିଂ ଆୱାର୍ଡ ୨୦୨୪ ରେ କଞ୍ଚାଲଙ୍କାର ୱେବ୍ ସିରିଜ୍ “ବାରଙ୍ଗ ୧୯୯୯” କୁ ଶ୍ରେଷ୍ଠ…