ଜାତୀୟ ଖବର ହାଇଦ୍ରାବାଦରେ ସ୍କାଏରୁଟର ଇନଫିନିଟି କ୍ୟାମ୍ପସକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ; ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ତେଲଙ୍ଗାନାର ହାଇଦ୍ରାବାଦରେ ସ୍କାଏରୁଟର ଇନଫିନିଟି କ୍ୟାମ୍ପସକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ…