ରାଜ୍ୟ ଖବର ଓଡ଼ିଶାରେ ଏନଏଚ-326ର ପ୍ରଶସ୍ତିକରଣ ଏବଂ ସୁଦୃଢ଼ିକରଣକୁ କ୍ୟାବିନେଟ୍ ମଞ୍ଜୁରି ଭୁବନେଶ୍ଵର: ଓଡ଼ିଶା ଦେଇ ଯାଇଥିବା 326 ନମ୍ବର ଜାତୀୟ ରାଜପଥ (ଏନଏଚ୍)ର ସମ୍ପ୍ରସାରଣ ଏବଂ ସୁଦୃଢ଼ିକରଣ କରାଯିବ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ୍…