ଜାତୀୟ ଖବର ଆଗକୁ ବଢ଼ୁଛି ଭାରତର ଇଲେକ୍ଟ୍ରୋନିକ୍ସ କ୍ଷେତ୍ର: 5,532 କୋଟିର ନିବେଶ ନୂଆଦିଲ୍ଲୀ: ଭାରତର ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଷେତ୍ରରେ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି। ଇଲେକ୍ଟ୍ରୋନିକ୍ସ ଉପକରଣ ଉତ୍ପାଦନ ଯୋଜନା (ଇସିଏମଏସ)ରେ 5,532 କୋଟି ଟଙ୍କାର ନିବେଶ ପ୍ରସ୍ତାବ ମିଳିଛି।…