ଇସ୍ପାତ ଏକ୍ସପ୍ରେସ୍

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓଡ଼ା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍ ପର୍ଯ୍ୟନ୍ତ ସମ୍ପ୍ରସାରିତ କରାଯାଇଛି।…