ଅନ୍ତରାଷ୍ଟ୍ରୀୟ ଯୁଦ୍ଧ ଆରମ୍ଭ ହୋଇଯାଇଛି, ହମାସକୁ ଭାରି ମୂଲ୍ୟ ଦେବାକୁ ପଡିବ: ଇସ୍ରାଏଲର ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ନୂଆଦିଲ୍ଲୀ: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ପାଲେଷ୍ଟାଇନର ଉଗ୍ରବାଦୀ ହମାସ ଗୋଷ୍ଠୀ ବିରୋଧରେ ଯୁଦ୍ଧ ଘୋଷଣା କରିଛନ୍ତି। ନେତାନ୍ୟାହୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ପୋଷ୍ଟ…