ବ୍ୟକ୍ତିତ୍ୱ ଓଡ଼ିଶାର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ ଭୁବନେଶ୍ୱର: ଓଡ଼ିଶାର ବରିଷ୍ଠ ନେତା ତଥା କେନ୍ଦ୍ରାପଡା ପୂର୍ବତନ ବିଧାୟକ ଶ୍ରୀ ଉତ୍କଳ କେଶରୀ ପରିଡାଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି।…