ଜାତୀୟ ଖବର ସମସ୍ତ ସରକାରୀ ପଦକ୍ଷେପରେ ଲୋକାଭିମୁଖୀ ଦୃଷ୍ଟିକୋଣ ଆପଣାଇବା ହେଉଛି ଉତ୍ତମ ପ୍ରଶାସନ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ମୋଦୀ ସରକାର ‘ସର୍ବନିମ୍ନ ସରକାର-ସର୍ବାଧିକ ପ୍ରଶାସନ’ ଦୃଷ୍ଟିକୋଣ ସହିତ ପ୍ରଶାସନିକ କ୍ଷେତ୍ରରେ ଏକ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଛନ୍ତି। ଉତ୍ତରଦାୟୀ ପ୍ରଶାସନ ସହିତ ପ୍ରଯୁକ୍ତିର ସର୍ବୋତ୍ତମ ଉପଯୋଗ…