ଜୀବନ ଶୈଳୀ ବଦଳାନ୍ତୁ ଶୋଇବାର ଶୈଳୀ, ନଚେତ୍ ରୋଗରେ ପଡ଼ିପାରନ୍ତି ଖାଇବା ପିଇବା ଭଳି ଶୋଇବା ଶରୀର ପାଇଁ ନିହାତି ଆବଶ୍ୟକ। ଠିକ୍ ଭାବରେ ନ ଶୋଇଲେ ଶରୀର ଖରାପ ହୋଇଥାଏ। ନିଦର ଅଭାବ ହେଲେ ଅଳ୍ପ ବୟସରୁ…