ଆଜିର ଖବର ସୁନ୍ଦରଗଡ଼ରେ ଜୋନସ୍ତରୀୟ ଶିଶୁ ମହୋତ୍ସବ “ସର୍ଗି ଫୁଲ୍”, ଜନଜାତି ଛାତ୍ରଛାତ୍ରୀଙ୍କ ଭିତରେ ଉତ୍ସାହ ସୁନ୍ଦରଗଡ଼: ସୁନ୍ଦରଗଡ଼ ଭବାନିପୁରସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟଠାରେ ଚାଲିଛି ଉତ୍ତର-ଓଡ଼ିଶା ଜୋନସ୍ତରୀୟ ଶିଶୁ ମହୋତ୍ସବ “ସରଗି ଫୁଲ୍”। ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିବା ଜନଜାତି ବର୍ଗର…