ରାଜ୍ୟ ଖବର ଉତ୍ତର ବାଲେଶ୍ୱରରେ ସୁବର୍ଣ୍ଣରେଖାର ତୃତୀୟ ବନ୍ୟା: ଶତାଧିକ ଗାଁ ଜଳମଗ୍ନ ସହିତ ଯୋଗାଯୋଗ ବିଚ୍ଛିନ୍ନ ଭୁବନେଶ୍ବର: ଉପରମୁଣ୍ଡରେ ପ୍ରବଳ ବର୍ଷା ଏବଂ ଗାଲୁଡ଼ିହ ବ୍ୟାରେଜ୍ରୁ ବଳକା ଜଳ ନିଷ୍କାସନ ଯୋଗୁଁ ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବୃଦ୍ଧି ପାଇ ଉତ୍ତର ବାଲେଶ୍ୱରରେ ଚଳିତ ବର୍ଷର…