ଉତ୍ପାଦକତା ଆଧାରିତ ବୋନସ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ଆଜି 10,91,146 ରେଳ କର୍ମଚାରୀଙ୍କୁ 78 ଦିନର ଉତ୍ପାଦକତା ଆଧାରିତ ବୋନସ (ପିଏଲବି) ବାବଦରେ 1865.68…