ଉଦଘାଟନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ନୂଆଦିଲ୍ଲୀଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତୀୟ ଆଦିବାସୀ ମହୋତ୍ସବ ‘ଆଦି ମହୋତ୍ସବ’କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି, ଆଦିବାସୀ ଐତିହ୍ୟକୁ ଉଜାଗର କରିବା…