ଉଦ୍ଧାର କଲା ପୋଲିସ

କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଗୁଣି ସନ୍ଦେହରେ ସହଦେବ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କୁ ଗ୍ରାମର କିଛି ଲୋକ ଖୁଣ୍ଟରେ ବାନ୍ଧି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…