ଆଜିର ଖବର ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ନୂତନ କାର୍ଯ୍ୟାଳୟ ଉଦଘାଟିତ ବାଲୁଗାଁ: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ନୂତନ କାର୍ଯ୍ୟାଳୟ ନାଚୁଣୀ ସୁନାଖଳା ଛକ ନିକଟରେ ଉଦଘାଟିତ ହୋଇଯାଇଛି। ଉକ୍ତ ନୂତନ…