ଜାତୀୟ ଖବର ଜାତୀୟ ମହାକାଶ ଦିବସ, ଓଡିଶାରେ ଉପଗ୍ରହ ଉତ୍କ୍ଷେପଣ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ ଅଛି ବୋଲି କହିଲେ ମନ୍ତ୍ରୀ ଜାତୀୟ ମହାକାଶ ଦିବସ: ରାଜ୍ୟରେ ବୈଜ୍ଞାନିକ ଗବେଷଣା ଓ ଏ ସଂକ୍ରାନ୍ତୀୟ ବିଭିନ୍ନ ପ୍ରକଳ୍ପ ଉପରେ ରାଜ୍ୟ ସରକାର ଯଥେଷ୍ଟ ଧ୍ୟାନ ଦେବା ସହ ଯୁବ ଛାତ୍ରଛାତ୍ରୀମାନଙ୍କ…