ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୩୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୩୨୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୭୪ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୯୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୩୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ଅନୁଗୁଳ ଜିଲ୍ଲାରୁ- ୧
ବାଲେଶ୍ଵର ଜିଲ୍ଲାରୁ- ୪
ବରଗଡ ଜିଲ୍ଲାରୁ- ୯
ବଲାଙ୍ଗୀରି ଜିଲ୍ଲାରୁ- ୮
କଟକ ଜିଲ୍ଲାରୁ- ୩୧
ଦେବଗଡ ଜିଲ୍ଲାରୁ- ୩
ଗଜପତି ଜିଲ୍ଲାରୁ- ୪
ଗଞ୍ଜାମ ଜିଲ୍ଲାରୁ- ୧
ଜଗତସିଂହପୁର ଜିଲ୍ଲାରୁ- ୭
ଯାଜପୁର ଜିଲ୍ଲାରୁ- ୧୦
ଝାରସୁଗୁଡା ଜିଲ୍ଲାରୁ- ୩
କଳାହାଣ୍ଡି ଜିଲ୍ଲାରୁ- ୧୦
କନ୍ଧମାଳ ଜିଲ୍ଲାରୁ- ୪
କେନ୍ଦ୍ରପଡା ଜିଲ୍ଲାରୁ- ୩
କେନ୍ଦୁଝର ଜିଲ୍ଲାରୁ- ୨
ଖୋର୍ଦ୍ଧା ଜିଲ୍ଲାରୁ- ୫୪
କୋରାପୁଟ ଜିଲ୍ଲାରୁ- ୩
ମାଲକାନଗିରି ଜିଲ୍ଲାରୁ- ୧
ମୟୂରଭଞ୍ଜ ଜିଲ୍ଲାରୁ- ୪
ନବରଙ୍ଗପୁର ଜିଲ୍ଲାରୁ- ୧୩
ନୟାଗଡ ଜିଲ୍ଲାରୁ- ୪୯
ନୂଆପଡା ଜିଲ୍ଲାରୁ- ୯
ପୁରୀ ଜିଲ୍ଲାରୁ- ୯
ରାୟଗଡା ଜିଲ୍ଲାରୁ- ୨
ସମ୍ବଲପୁର ଜିଲ୍ଲାରୁ- ୮
ସୋନପୁର ଜିଲ୍ଲାରୁ- ୩
ସୁନ୍ଦରଗଡ ଜିଲ୍ଲାରୁ- ୬୧
ଷ୍ଟେଟ ପୁଲରୁ- ୧୨
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୯ ହଜାର ୨୦୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୮ ହଜାର ୩୫୧ ଏବଂ ବର୍ତ୍ତମାନ ୧୬୧୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।