ଆଜିର ଖବର ଆଇଆଇଟି ଦିଲ୍ଲୀରେ “ଭବିଷ୍ୟତରେ ପ୍ରସ୍ତୁତ ଉର୍ଜା ଶିକ୍ଷା ସମ୍ମିଳନୀକୁ ସମ୍ବୋଧିତ କଲେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ/ଭୁବନେଶ୍ୱର: ଭାରତ ବିଶ୍ୱର ତୃତୀୟ ସର୍ବବୃହତ ଉର୍ଜା ବ୍ୟବହାରକାରୀ ରାଷ୍ଟ୍ର। ଏହି ପରିପ୍ରେକ୍ଷୀରେ ଆମ ସମାଜର ଆକାଂକ୍ଷା ଏବଂ ଉର୍ଜା ଆବଶ୍ୟକତା ପୂରଣ କରିବା ସହିତ ୨୦୭୦…