ଆଜିର ଖବର ଖୁବଶୀଘ୍ର ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ଆରମ୍ଭ ହେବ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏ.ଏସ୍.ଆଇ. ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବାପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ…