ଆଜିର ଖବର ଆସନ୍ତା ନିର୍ବାଚନରେ ଆମେ କ୍ଷମତାକୁ ଆସିବୁ: ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଏ.ଚେଲ୍ଲା କୁମାର ଭୁବନେଶ୍ୱର: ଆଜି ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଏ.ଚେଲ୍ଲା କୁମାର ଓଡିଶା ଗସ୍ତରେ ଆସିଛନ୍ତି। ଏ.ଚେଲ୍ଲାଙ୍କ ଏହି ଗସ୍ତରେ କଂଗ୍ରେସ କର୍ମୀମାନେ ଉତ୍ସାହିତ ଥିବା ଦେଖିବାକୁ ମିଳିଥିଲା।…