ଆଜିର ଖବର ଓଡ଼ିଶାରେ ଦୂରସଞ୍ଚାର ଭିତ୍ତିଭୂମି ବିକାଶର ସମୀକ୍ଷା କଲେ ବିଏସଏନଏଲ ବୋର୍ଡର ଅଧ୍ୟକ୍ଷ ତଥା ଭୁବନେଶ୍ଵର: ବିଏସଏନଏଲ ବୋର୍ଡର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଏ ରବର୍ଟ ଜେ ରବି ଓଡ଼ିଶା ଗସ୍ତରେ ଆସିଛନ୍ତି। ଶନିବାର ପୂର୍ବାହ୍ନରେ ସେ ବିଏସଏନଏଲ ଭବନରେ ଓଡ଼ିଶାର…