ଆଜିର ଖବର ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ ଆୟୋଜନ କରିବାକୁ ପ୍ରସ୍ତୁତ ଭୁବନେଶ୍ୱର ଭୁବନେଶ୍ୱର: ଆସନ୍ତାକାଲିଠାରୁ 20 ଡିସେମ୍ବର ପର୍ଯ୍ୟନ୍ତ ଭୁବନେଶ୍ୱରେ ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ ଅନୁଷ୍ଠିତ ହେବ। ଏହି ଐତିହାସିକ କାର୍ଯ୍ୟକ୍ରମ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା…