ଆଜିର ଖବର ଏଆଇସିଟିଇ ପୋର୍ଟାଲରେ ୧ ଲକ୍ଷରୁ ଉର୍ଦ୍ଧ୍ୱ ଇଂଟର୍ଣ୍ଣସିପ୍ ସୁଯୋଗର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ନୂଆଦିଲ୍ଲୀ ଠାରେ ଅଖିଳ ଭାରତୀୟ ବୈଷୟିକ ଶିକ୍ଷା ପରିଷଦ(ଏଆଇସିଟିଇ) ପୋର୍ଟାଲରେ ୧…