ଆଜିର ଖବର ନୀଳାଚଳ ଟାଟାକୁ ବିକ୍ରି ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଦାୟୀ: କେନ୍ଦ୍ରୀୟ ଶ୍ରମିକ ସଂଗଠନ ମଳିତ ମଞ୍ଚ ଭୁବନେଶ୍ୱର: ୮ ଗୋଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଏକ ଜରୁରୀକାଳୀନ ବୈଠକ ଆଇଏନ୍ଟିୟୁସି କାର୍ଯ୍ୟାଳୟଠରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଆଇଏନ୍ଟିୟୁସି, ଏଆଇଟିୟୁସି, ଏଚ୍ଏମ୍ଏସ୍, ସିଟୁ,…